Compartir
Basanta Barnamala (en Oriya)
Basanta Kumar Muduli
(Autor)
·
Black Eagle Books
· Tapa Blanda
Basanta Barnamala (en Oriya) - Muduli, Basanta Kumar
26,06 €
28,95 €
Ahorras: 2,90 €
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Miércoles 14 de Agosto y el
Miércoles 28 de Agosto.
Lo recibirás en cualquier lugar de España entre 1 y 5 días hábiles luego del envío.
Reseña del libro "Basanta Barnamala (en Oriya)"
କବି ବସନ୍ତ କୁମାର ମୁଦୁଲିଙ୍କ 'ବସନ୍ତ ବର୍ଣ୍ଣମାଳା' କବିତା ସଂକଳନଟିଏ ମାତ୍ର ନୁହେଁ, ଆଧୁନିକ ଓଡ଼ିଆ କବିତାର ଏକ ଐତିହାସିକ କୀର୍ତ୍ତିସ୍ତମ୍ଭ ଏବଂ ଇତିହାସୋତ୍ତର କାବ୍ୟଚେତନା ଓ କଳାବୋଧର ଏକ ଉଜ୍ଜ୍ୱଳ ସ୍ମାରକୀ । ତାଙ୍କ ରଚିତ ଚାରିଶତରୁ ଊର୍ଦ୍ଧ୍ୱ କବିତା ମଧ୍ୟରୁ ୧୪୫ ଗୋଟି କବିତାକୁ ନେଇ ଏବର 'ବସନ୍ତ ବର୍ଣ୍ଣମାଳା'ର ପରିବର୍ଦ୍ଧିତ ଓ ପରିମାର୍ଜିତ ସଙ୍କଳନ ଆମ ସାମ୍ନାରେ, ସତେ ଅବା ସୂର୍ଯ୍ୟାସ୍ନାତ କବିତାର ମୁକ୍ତି ଉତ୍ସବକୁ ତ୍ୱର୍ଯ୍ୟନାଦ କରି ଆବାହନ କରୁଛି!ସଙ୍କଳନରେ ସଂଯୋଜିତ କିବତାଗୁଡ଼ିକର ସୃଷ୍ଟିକାଳ ଅଷ୍ଟମ ଦଶକ । କବି ପ୍ରତିଭାର ଉନ୍ମେଷ କାଳର କବିତାଗୁଡ଼ିକୁ ନେଇ ୧୯୮୧ ମସିହାରେ କବି ବସନ୍ତ ପ୍ରକାଶ କରିଥିଲେ ତାଙ୍କର ପ୍ରଥମ କବିତା ସଙ୍କଳନ 'ଯିଏ ଯେଉଁଠି ଅଛ' । ସେ କବିତା ଗୁଡ଼ିକରେ ଉଦ୍ଦାମତା ଥିଲା, ଥିଲା ବି ବ୍ୟକ୍ତିବୋଧ ଓ ସମାଜ ସଚେତନା, ବାସ୍ତବତା ତଥା ଅନୁଶୀଳନର କଳାତ୍ମକ ପ୍ରକାଶ । କବିପଣ ଫୁଟି ଆସୁଥିବାର କଢ଼! ବିକ୍ଷିପ୍ତ, ବିନ୍ୟାସିତ ହେଇଯିବାର ଦୀପ୍ତ ମାନସିକତା । ନିରାନ୍ତରଣାରେ ସେ ହେଲେ କାବ୍ୟ-ତପସ୍ୱୀ । ଏକ ସ୍ୱତନ୍ତ୍ର କାବ୍ୟଶୈଳୀ ଓ ଧାରାର ପ୍ରବର୍ତ୍ତକ, ନିର୍ମାତା, ଯିଏ ପରବର୍ତ୍ତୀ ସମୟରେ ପ୍ରତିଷ୍ଠା କରି ପାରିଛନ୍ତି ନିଜସ୍ୱ ଏକ ଅନନ୍ୟ ପ୍ରକାଶନ ଭଙ୍ଗୀ । କବିତାର ମୌଳିକ କଳାବୋଧକୁ ରକ୍ଷାକରି ଶୈଳୀ ଓ ଚେତନାର ଏକ ବୈପ୍ଳବିକ ତଥା ସୁସଂହତ ପୃଷ୍ଠଭୂମି ସେ ସୃଷ୍ଟି କରିଯାĚ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.