Compartir
Khetapurana (en Oriya)
Akhila Nayak
(Autor)
·
Naresh Suna
(Otro)
·
Tapu Nayak
(Ilustrado por)
·
Black Eagle Books
· Tapa Blanda
Khetapurana (en Oriya) - Nayak, Akhila ; Suna, Naresh ; Nayak, Tapu
17,00 €
18,89 €
Ahorras: 1,89 €
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Lunes 19 de Agosto y el
Lunes 02 de Septiembre.
Lo recibirás en cualquier lugar de España entre 1 y 5 días hábiles luego del envío.
Reseña del libro "Khetapurana (en Oriya)"
ନିଃସନ୍ଦେହରେ "ଖେତପୁରାଣ" ଅଖିଳଙ୍କ ଏକ ଅନବଦ୍ୟ କୃତି । ଏଥିରେ ସନ୍ନିହିତ ପ୍ରତେକ୍ୟଟି କବିତା କାହାଣୀ ଧର୍ମୀ । କବିତାର ଶବ୍ଦଚର୍ଯ୍ୟା ସରଳ ଓ ଲୌକିକତାରେ ସୌନ୍ଦର୍ଯ୍ୟବନ୍ତ । ଲକ୍ଷଣୀୟ ଭାବରେ ଏଥିରେ କଳାହାଣ୍ଡି ମାଟିର ଭାଷାର, ମୂଳନିବାସୀ ସଂସ୍କୃତିର ସମସ୍ତ ସରଳ ମାଧୁର୍ଯ୍ୟକୁ ଭେଟିହୁଏ । ସର୍ବୋପରି କବିତାଗୁଡ଼ିକରେ ଲୋକଗୀତଛନ୍ଦର ସଫଳ ପ୍ରୟୋଗ ଓ ପ୍ରତିଫଳନ ଓଡ଼ିଆ ସାହିତ୍ୟ ପାଇଁ ଅବଶ୍ୟ ଦୃଷ୍ଟାନ୍ତମୂଳକ ଭାବରେ ଅଭିନବ ଶ୍ରୁତି ସୁଖଦ । "ଖେତପୁରାଣ" ପ୍ରଚଣ୍ଡ ପ୍ରତିସ୍ପର୍ଦ୍ଧା ସହ ନିମ୍ନଜନର ସାଂସ୍କୃତିକ ସୌନ୍ଦର୍ଯ୍ୟଶାସ୍ତ୍ରକୁ କେବଳ ରୁଦ୍ଧିମନ୍ତ କରେ ନାହିଁ, ବ୍ରାହ୍ମଣ୍ୟବାଦୀ- ପୁଞ୍ଜିବାଦୀ ବ୍ୟବସ୍ଥା ବିରୁଦ୍ଧରେ ଏକ ଜୀବନ୍ତ ପ୍ରତିରୋଧକୁ ଆଗେଇ ନେବାର କାବ୍ୟିକ ସାମର୍ଥ୍ୟ ରଖେ । "ଖେତପୁରାଣ"ରେ ମୂଳନିବାସୀର ଅସ୍ମିତାବୋଧ ଏକ ଶ୍ରେଣୀ ସଂଘର୍ଷରେ ପ୍ରତିଷ୍ଠିତ ହୁଏ । ଏଥିରେ ସନ୍ନିହିତ ଯେକୌଣସି କବିତା ଆମୂଳଚୂଳ ଏହାର ସୁଦୃଷ୍ଟାନ୍ତ, ଯାହା ସାଧାରଣ ପାଠକଟିଏ ମଧ୍ୟ ହୃଦ୍]ବୋଧ କରିପାରେ । ଯେତେବେଳେ କବିତା ପାଠକଠାରୁ ଦୂରେଇଯାଉଛି ବୋଲି ହୁରିପଡ଼ିଛି, ଖେତପୁରାଣ ସେହି କୁଣ୍ଠିତ ଧାରା ବିପକ୍ଷରେ ଏକ ଶକ୍ତିଶାଳୀ ବିକଳ୍ପ ସୃଜନ ବୋଲି କୁହାଯାଇପାରେ । ଓଡ଼ିଆ କାବ୍ୟ ସାହିତ୍ୟରେ ଅଖିଳଙ୍କ ଏହି ସଂକଳନସ୍ଥ କବିତାଗୁଡ଼ିକ ଜନବାଦୀଧାରାର ଏକ ଏକ କ୍ଲାସିକ୍ ସୃଷ୍ଟି ରୂପରେ ନିଶ୍ଚୟ ଜନାଦୃତ ହେବ &
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.